ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ପରିପ୍ରେକ୍ଷୀରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ କାରକେଡ୍ ରିହର୍ସାଲ୍ କରାଯାଉଛି ।
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ପରିପ୍ରେକ୍ଷୀରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ କାରକେଡ୍ ରିହର୍ସାଲ୍ କରାଯାଉଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କିପରି ସୁଦୃଢ଼ ରଖାଯିବ, ସେନେଇ ପୁଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି କରାଯାଉଛି ।

