ଓଡ଼ିଶା ଆସିବେ ରାଜନାଥ ସିଂ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆସନ୍ତାକାଲି ଦିନିକିଆ ଓଡ଼ିଶାଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଉଭୟେ ମଙ୍ଗଳବାର ଦିନ ସୁନାବେଡ଼ାଠାରେ ଥିବା ହିନ୍ଦୁସ୍ତାନ୍ ଏରୋନେଟିକ୍ସ ଲିମିଟେଡ୍(

ଆସନ୍ତାକାଲି ଦିନିକିଆ ଓଡ଼ିଶାଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଉଭୟେ ମଙ୍ଗଳବାର ଦିନ ସୁନାବେଡ଼ାଠାରେ ଥିବା ହିନ୍ଦୁସ୍ତାନ୍ ଏରୋନେଟିକ୍ସ ଲିମିଟେଡ୍(ହାଲ୍‌) ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ସୂଚନା ରହିଛି । 

ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଗସ୍ତକୁ ଆଖି ଆଗରେ ରଖି କୋରାପୁଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Leave a Reply

Your email address will not be published. Required fields are marked *