ଛାତ୍ର ସଂସଦ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି, ଉଚ୍ଚଶିକ୍ଷା ବିଭାଗର ବଡ଼ ବୈଠକ

ଛାତ୍ର ସଂସଦ ନିର୍ବାଚନର ପ୍ରସ୍ତୁତିକୁ ନେଇ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଓ ପିଜି କାଉନସିଲ୍‌ ଅଧ୍ୟକ୍ଷ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।

ଛାତ୍ର ସଂସଦ ନିର୍ବାଚନର ପ୍ରସ୍ତୁତିକୁ ନେଇ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଓ ପିଜି କାଉନସିଲ୍‌ ଅଧ୍ୟକ୍ଷ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ । ଛାତ୍ର ସଂସଦ ନିର୍ବାଚନ ସମୟରେ କ୍ୟାମ୍ପସରେ ହିଂସା ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିବାକୁ କଲେଜ ଅଧ୍ୟକ୍ଷ, ବିଶ୍ୱ ବିଦ୍ୟାଳୟର ରେଜିଷ୍ଟ୍ରାର ଓ ପିଜି କାଉନସିଲ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲ । 

Leave a Reply

Your email address will not be published. Required fields are marked *