ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ, ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ ।  କୋର୍ଟ  ପରିସରରେ  ଭୟର ବାତାବରଣ ।  ଏହା ମଧ୍ୟରେ କୋର୍ଟରେ ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌ ।  କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାଞ୍ଚ ।

ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ ।  କୋର୍ଟ  ପରିସରରେ  ଭୟର ବାତାବରଣ । ଏହା ମଧ୍ୟରେ କୋର୍ଟରେ ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌ । କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାଞ୍ଚ ।  ତେବେ ବୋମା ଧମକ ମିଳିବା ପରେ ଫୋର୍ସ ମୁତୟନ ହୋଇଛନ୍ତି । 

Leave a Reply

Your email address will not be published. Required fields are marked *