ଲିଫ୍ଟ ଦେବା ବାହାନାରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ! ୪ ଅଭିଯୁକ୍ତ ଗିରଫ, କୋର୍ଟଚାଲାଣ

୨ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା, ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୁଲିସ । ସୁନ୍ଦରଗଡ଼ ବିରମିତ୍ରପୁର ଅଞ୍ଚଳରେ ଯାତ୍ରା ଦେଖି ଘରକୁ ଫେରୁଥିବା ବେଳେ ଲିଫ୍ଟ ଦେବା ବାହାନାରେ ୨ ନାବଳିକାକୁ ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିଥିଲେ ୪ ଅଭିଯୁକ୍ତ ।

 ୨ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା, ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୁଲିସ । ସୁନ୍ଦରଗଡ଼ ବିରମିତ୍ରପୁର ଅଞ୍ଚଳରେ ଯାତ୍ରା ଦେଖି ଘରକୁ ଫେରୁଥିବା ବେଳେ ଲିଫ୍ଟ ଦେବା ବାହାନାରେ ୨ ନାବଳିକାକୁ ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିଥିଲେ ୪ ଅଭିଯୁକ୍ତ । ଏନେଇ ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି ପୁଲିସ୍ ।

Leave a Reply

Your email address will not be published. Required fields are marked *