୯ ଜୁଲାଇରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ

ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଦେଶର ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଦିନିକିଆ ଗସ୍ତରେ ସେ ଭୁବନେଶ୍ୱରରେ ବିଭିନ୍ନ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ ।

ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଦେଶର ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଦିନିକିଆ ଗସ୍ତରେ ସେ ଭୁବନେଶ୍ୱରରେ ବିଭିନ୍ନ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି କାର୍ଯ୍ୟକ୍ରମ ସ୍ଥଳର ସମସ୍ତ ବ୍ୟବସ୍ଥାକୁ ନେଇ ସମ୍ପୃକ୍ତ ବିଭାଗମାନେ ସଜାଗ ରହିଛନ୍ତି । ଏହି ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଭୁବନେଶ୍ୱରରେ ବିଭିନ୍ନ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ତାଙ୍କ ଗସ୍ତକୁ ନେଇ ରାଜଧାନୀରେ ପ୍ରଶାସନିକ ତତ୍ପରତା ବଢ଼ିଛି

Leave a Reply

Your email address will not be published. Required fields are marked *