ଏସିଆ କପ୍ ୨୦୨୫: ଅଭିଷେକ ଶର୍ମାଙ୍କ ଝଡ଼ରେ ଭାରତ ୮ ଦିନରେ ଦୁଇଥର ପାକିସ୍ତାନକୁ ହରାଇଲା

ଏସିଆ କପ୍ ୨୦୨୫ରେ ଭାରତ ପାକିସ୍ତାନ ବିପକ୍ଷରେ ଆଉ ଏକ ବିଜୟ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଓ ତିଲକ ବର୍ମାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ୬ ଓ୍ଵିକେଟରେ ବିଜୟୀ ହୋଇଛି। ଏହା ସହିତ ଭାରତ ଗତ ଆଠ ଦିନ ମଧ୍ୟରେ ପାକିସ୍ତାନକୁ ଦୁଇଥର ପରାସ୍ତ କରିଛି। ଏହା ସମସ୍ତ ଫର୍ମାଟରେ ପାକିସ୍ତାନ ବିପକ୍ଷରେ ଭାରତର ସପ୍ତମ କ୍ରମାଗତ ବିଜୟ। ଭାରତର ଏହି ପ୍ରାଧାନ୍ୟ ଏସିଆ କପ୍‌ରେ ତାଙ୍କର ଦବଦବାକୁ ଆହୁରି ସୁଦୃଢ଼ କରିଛି।

Leave a Reply

Your email address will not be published. Required fields are marked *