ହଟିଲା ଧାମ ଶବ୍ଦ, ପୁରୀ ଶ୍ରୀମନ୍ଦିର ନୀତି ଅନୁସାରେ ହେବ ପୂଜାର୍ଚ୍ଚନା : ଖୁସି ବ୍ୟକ୍ତ କଲେ ଜଗନ୍ନାଥ ପ୍ରେମୀ
ପଶ୍ଚିମବଙ୍ଗର ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରକୁ ଆଉ ‘ଧାମ’ କୁହାଯିବ ନାହିଁ। ପଶ୍ଚିମବଙ୍ଗର ପୂର୍ବତନ ସରକାର ରଖିଥିବା ଏହି ‘ଧାମ’ ଶବ୍ଦକୁ ହଟାଇବାକୁ ବର୍ତ୍ତମାନର ସରକାର ଗୁରୁତ୍ବପୂର୍ଣ୍ଣ…
