ଏନ୍ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ସମ୍ବଲପୁର ସାଂସଦଧର୍ମେନ୍ଦ୍ର ପ୍ରଧାନ…
