୧୨ ଜିଲାରେ ୨୭ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର

ସୋମବାର ଓୟୁଏଟି କନ୍‌ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ ଜିଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାର ଶିଳ୍ପ…

ନୂଆପଡ଼ା ଉପନିର୍ବାଚନ: ଜାଣନ୍ତୁ ଏସ୍‌ଆଇଆର୍‌, ଏସ୍‌ଏସ୍‌ଆର୍‌ ମଧ୍ୟରେ ପାର୍ଥକ୍ୟ କ’ଣ?

ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ହେଉଛି ଘରକୁ ଘର ଯାଇ ଭୋଟରମାନଙ୍କ ଗଣନା କରି ନୂଆ ଭୋଟର ତାଲିକା ପ୍ରସ୍ତୁତ କରିବା। ପ୍ରଚଳିତ ତାଲିକାକୁ ବିଚାରକୁ ନ…

ଏମ୍ସ ଭୁବନେଶ୍ୱର ଭାରତର ଶ୍ରେଷ୍ଠ ମେଡିକାଲ କଲେଜ, ମିଳିଲା ଏହି ମାନ୍ୟତା

ଏମ୍ସ ଭୁବନେଶ୍ୱର ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‍୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ୨୦୨୫ ଅନୁଯାୟୀ ଭାରତର ଶ୍ରେଷ୍ଠ ୧୪ତମ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏହା ସହିତ ଏହା…

ହାତ ଧରିଲେ ହରିଶଙ୍କର ରାଉତ, ପାଣ୍ଡିଆନଙ୍କୁ ସମାଲୋଚନା କରି ବିଜେଡି ଛାଡିଥିଲେ

ପୂର୍ବତନ ବିଜେଡି ଛାତ୍ର ନେତା ହରିଶଙ୍କର ରାଉତ ଦଳ ଛାଡ଼ିବା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ରେ ଯୋଗଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଏଆଇସିସିର ସାଧାରଣ…

ଏହିଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି! ବ୍ରହ୍ମପୁରରେ…

ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି। ୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏହି ଗସ୍ତ ସମୟରେ…

FM କଲେଜ ଛାତ୍ରୀ ଆତ୍ମହୂତି ମାମଲା: ହାଇକୋର୍ଟ ନେଲେ ବଡ଼ ନିଷ୍ପତ୍ତି

ବହୁ ଚର୍ଚ୍ଚିତ ଏଫଏମ୍‌ କଲେଜ ଛାତ୍ରୀ ଆତ୍ମହୂତି ମାମଲା। ବାଲେଶ୍ୱର ଏସଡିଜେଏମ ଅଦାଲତରେ ବିଚାରଧୀନ ମାମଲାରେ ଅମିତ ସ୍ପନ୍ଦନ ବେହେରା ଓ ସୌରଭ ବେହେରାଙ୍କୁ ହାଇକୋର୍ଟ ଅନ୍ତରୀଣ…

OPSC’କୁ ସଫଳ ନହୋଇଥିବା ପ୍ରାର୍ଥୀଙ୍କ ସାକ୍ଷାତକାର ମାର୍କ ପ୍ରକାଶ କରିବାକୁ ନିର୍ଦ୍ଦେଶ

ଓଡ଼ିଶା ସୂଚନା ଆୟୋଗ ‘ଓଡ଼ିଶା ଲୋକସେବା ଆୟୋଗ’ (ଓପିଏସସି)କୁ ନିଯୁକ୍ତି ପରୀକ୍ଷାରେ ଅସଫଳ ପ୍ରାର୍ଥୀଙ୍କ ସାକ୍ଷାତକାର ନମ୍ବର ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ମୁଖ୍ୟ ସୂଚନା…

ଆଜି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: କ’ଣ କରିବେ, କ’ଣ କରିବେନି?

୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଏହି ଚନ୍ଦ୍ର ଗ୍ରହଣ ଭାରତରେ ଦୃଶ୍ୟମାନ ହେବ। ଏହା ଏକ ବିରଳ ମୁହୂର୍ତ୍ତ, ଯେଉଁଥିରେ…

ଅଭିଜିତ ମଜୁମଦାର ଏବେ ବି କୋମାରେ, ଏମ୍ସ-ଦିଲ୍ଲୀ ଏୟାରଲିଫ୍ଟ ହୋଇପାରନ୍ତି

 ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ…

ବାୟୋମେଟ୍ରିକ୍‌ ଉପସ୍ଥାନ ବାଧ୍ୟତାମୂଳକ କଲେ ସରକାର, ଏଣିକି ବିଡିଓ ବି

ବାୟୋମେଟ୍ରିକ୍‌ ଉପସ୍ଥାନ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ କର୍ମଚାରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସମାନ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ସରକାର। ପଞ୍ଚାୟତ,…

ଏଣିକି ଘରେ ବଶି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା

ଏଣିକି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା। ଟ୍ରାଫିକ ସ୍ଥିତି ନେଇ ଅପଡେଟ ଦେବ କମିସନରେଟ ପୋଲିସ। ସମସ୍ତ FM ଚ୍ୟାନେଲ ଶହ ଆଲୋଚନା…

ଫେରିବ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି: ମନ୍ତ୍ରୀ

ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ…

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍‌ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା…

କଂଗ୍ରେସର ସଂଗଠନ ସୃଜନୀ ଅଭିଯାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସଦର ମହକୁମାସ୍ଥିତ କଂଗ୍ରେସ ଭବନ ଠାରେ ଜିଲ୍ଲା ସଭାପତି ଜି. ଶ୍ରୀନିବାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର ଆଗାମୀ ସଂଗଠନ ସୃଜନୀ…