ସାହସ ଏବଂ ସରଳତାର ଏକ ଉଦାହରଣ : ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛାରେ ଏମିତି କହିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ।…
