ଏଣିକି ଘରେ ବଶି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା

ଏଣିକି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା। ଟ୍ରାଫିକ ସ୍ଥିତି ନେଇ ଅପଡେଟ ଦେବ କମିସନରେଟ ପୋଲିସ। ସମସ୍ତ FM ଚ୍ୟାନେଲ ଶହ ଆଲୋଚନା କରିଛି କମିସନରେଟ ପୋଲିସ। ଟ୍ରାଫିକ ପୋଲିସ ସହ ସେମାନେ ମିଶିକି କାମ କରିବେ। ଟ୍ରାଫିକ ପରିଚାଳନାକୁ ସୁଦୃଢ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଆଗକୁ ପାର୍ବଣ ଆସୁଥିବାରୁ ରାସ୍ତା ଜାମର ତଥ୍ୟ ଦେବ FM ରେଡିଓ।

Leave a Reply

Your email address will not be published. Required fields are marked *