ବାଲେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା, ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ମାର୍କୋଣା ଇଲେକ୍ଟ୍ରି ଅଫିସ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୁରୀ ଅଭିମୁଖେ ଯାଉଥିବା ଏକ ଟୁରିଷ୍ଟ ବସ୍‌ ନିୟନ୍ତ୍ରଣ ହରାଇ ଏକ ସ୍କର୍ପିଓ  ପଛ ପଟୁ ଧକ୍କା ଦେଇଛି ।

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ମାର୍କୋଣା ଇଲେକ୍ଟ୍ରି ଅଫିସ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୁରୀ ଅଭିମୁଖେ ଯାଉଥିବା ଏକ ଟୁରିଷ୍ଟ ବସ୍‌ ନିୟନ୍ତ୍ରଣ ହରାଇ ଏକ ସ୍କର୍ପିଓ  ପଛ ପଟୁ ଧକ୍କା ଦେଇଛି । ସ୍କର୍ପିଓରେ ଥିବା ୧୨ଙ୍କ ମଧ୍ୟରୁ ଦୁଇ ଜଣ ଆହତ ହୋଇଛନ୍ତି । ତାଙ୍କୁ ସିମୁଳିଆ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେହିପରି ବସରେ ଥିବା ୫୦ରୁ ଉର୍ଦ୍ଧ୍ବ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ସିମୁଳିଆ ପୁଲିସ ପହଞ୍ଚି ତଦନ୍ତ ଜାରି ରହିଛି ।

Leave a Reply

Your email address will not be published. Required fields are marked *